ଉମରକୋଟ(କାର୍ତ୍ତିକ ମଲ୍ଲିକ): ଏକାଠି କାମ କରୁ କରୁ ମନ ଦେଇଦେଲେ। ଆଉ ତା’ପରେ ଦୁହଁ ଦୁହିଁଙ୍କ ସୁଖଦୁଃଖର ସାଥୀ ପାଲଟିଗଲେ। ହେଲେ ଜାଣି ନ ଥିଲେ ଏଇ ପ୍ରେମ ଦିନେ ସେମାନଙ୍କ ପାଇଁ ଏମିତି ଦୁର୍ଦ୍ଦିନ ଆଣିଦେବ ବୋଲି। ଏବେ ସେମାନେ ପରିବାର
source https://khabar.odishatv.in/odisha/struggle-of-two-loving-birds-for-existence-in-umerkote/183135/